ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଅକାଳରେ ଚାଲିଗଲା ୨ ନିରୀହ ଶିଶୁଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଦମକଳ ବାହିନୀ

ଢେଙ୍କାନାଳ, ୧୦।୧୨: ଢେଙ୍କାନାଳ ଜିଲ୍ଲା ଭାପୁର ନଟଖଟା ଗ୍ରାମରେ ମର୍ମନ୍ତୁଦ ଅଘଟଣ । କୂଅରେ ପଡ଼ି ୪ ଓ ୬ବର୍ଷର ଦୁଇ ଶିଶୁଙେକ ମୃତ୍ୟୁ ହୋଇଥିବା ସୂଚନା । ମୃତ ଶିଶୁ ଦୁଇ ଜଣ କଂପାନୀ ପ୍ରଧାନଙ୍କ ଦୁଇ ପୁଅ ରଂଜିତ ଓ ସଞ୍ଜିତ ବୋଲି ଜଣାପଡ଼ିଛି । ଖେଳୁଥିବାବେଳେ ଉଭୟ ଶିଶୁ କୂଅରେ ପଡ଼ିଯାଇଥିଲେ । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି କୂଅରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.