ପ୍ରମୁଖ ଖବର
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

୨ ବସ୍ ମଧ୍ୟରେ ଧକ୍କା, ୨୦ଯାତ୍ରୀ ଆହତ

ଭୁବନେଶ୍ବର, ୧୦/୫ : ଶୁକ୍ରବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଯାଇଛି । ୨ ବସ୍ ମଧ୍ୟରେ ଧକ୍କା । ଏଥିରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି ସୋନପୁର- ସମ୍ବଲପୁର ରାସ୍ତା ବାଘଲପୁରଠାରେ । ସମସ୍ତ ଆହତଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.