ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୨ ବସ୍ ମଧ୍ୟରେ ଧକ୍କା, ୨୦ଯାତ୍ରୀ ଆହତ

ଭୁବନେଶ୍ବର, ୧୦/୫ : ଶୁକ୍ରବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଯାଇଛି । ୨ ବସ୍ ମଧ୍ୟରେ ଧକ୍କା । ଏଥିରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି ସୋନପୁର- ସମ୍ବଲପୁର ରାସ୍ତା ବାଘଲପୁରଠାରେ । ସମସ୍ତ ଆହତଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.