ପ୍ରମୂଖ ଖବର
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ମହାନଦୀ ଘାଟରେ ବୁଲୁଛି ଘଡ଼ିଆଳ କୁମ୍ଭୀର, ଭୟରେ ନଦୀକୂଳିଆ ଲୋକେ

Published By : Rasmita Pradhan | April 25, 2025 10:57 AM

ଭୁବନେଶ୍ଵର, ୨୫/୦୪ : ମହାନଦୀ ଘାଟରେ କୁମ୍ଭୀର ଆତଙ୍କ। ଆଠଗଡ଼ ବନଖଣ୍ଡ ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଅଧୀନ ନୂଆପାଟଣା ନଦୀପଠାରେ ଦୁଇଟି କୁମ୍ଭୀର ବୁଲୁଥିବାର ଦେଖିବାକୁ ମିଳିଛି। ଦୁଇଟି ବଡ଼ ଘଡ଼ିଆଳ କୁମ୍ଭୀର ବୁଲୁଥିବାର ସ୍ଥାନୀୟ ଲୋକେ ଦେଖିଛନ୍ତି। 

କୁମ୍ଭୀର ଉପରେ ବନ ବିଭାଗ ନଜର ରଖିଛି। କେହି ନଦୀକୁ ମାଛ ମାରିବା ଏବଂ ଗାଧୋଇବାକୁ ନଯିବାକୁ ଆଠଗଡ଼ ACF ମନୋଜ ପାତ୍ର କହିଛନ୍ତି। ଏହା ସହ ନଦୀରେ ଜାଲ ପକାଇବାକୁ ବାରଣ କରିଛନ୍ତି। ତେବେ ନଦୀପଠାରେ କୁମ୍ଭୀର ବୁଲୁଥିବାରୁ ନଦୀକୂଳିଆ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। 

ଏହି କବରଟିକୁ ପଢନ୍ତୁ-ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନକୁ ନେଇ ଲାଗିଲା ନୋଟିସ୍‌, ରୋଷ କାର୍ଯ୍ୟରେ ସୁପକାର ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.