ପ୍ରମୂଖ ଖବର
  • ଅନୁଗୁଳ : ଜମିବାଡ଼ି ଭାଗ କରିବା ପାଇଁ ମାଗୁଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବରିଷ୍ଠ କିରାଣୀ
  • ||
  • କନ୍ଧମାଳ : ମଦ୍ୟପ ପୁଅର ହାତୁଡ଼ି ମାଡ଼ରେ ଆଖି ବୁଜିଲା ବାପା, ପୋଲିସ ଆଗରେ ସତ ବଖାଣିଲା ଅଭିଯୁକ୍ତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ପ୍ରଶ୍ନକାଳ ସ୍ବାଭାବିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ
  • ||
  • ମୁକୁନ୍ଦପୁର ଘାଟିରେ ବସ୍‌ ଓଲଟିବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
  • ||
  • ଜଷ୍ଟିସ ବର୍ମାଙ୍କ ଘରୁ ଟଙ୍କା ଜବତ ମାମଲା: ୮ ପୁଲିସଙ୍କ ମୋବାଇଲ ଜବତ, ୮ ଅଧିକାରୀଙ୍କ ବୟାନ ବି ରେକର୍ଡ
  • ||
  • ମଣପ୍ପୁରମ ସୁନା ଲୁଟ୍‌ ଘଟଣା: ଦୁର୍ଦ୍ଦାନ୍ତ ସୁବୋଧ ସିଂହ ଗିରଫ, ଆଜି କୋର୍ଟରେ ହାଜର କରିବ ପୁଲିସ
  • ||
  • ରାଜଧାନୀରୁ ଗୋରୁ ଭର୍ତ୍ତି ପିକଅପ୍ ଗାଡ଼ି ଜବତ, ରାସ୍ତା ଉପରେ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର
  • ||
  • ସାମାନ୍ୟ ବଚସାରୁ ରାଉରକେଲାରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ଯୁବକ
  • ||
  • ଆଇପିଏଲ୍ ୨୦୨୫: ଆଜି ସୁପରକିଙ୍ଗ୍‌ସ-ରୟାଲ୍‌ ଚ୍ୟାଲେଞ୍ଜର୍ସ ଲଢ଼େଇ, ସ୍ପିନରଙ୍କୁ ସୁହାଇବ ଚିପକ୍‌ ପିଚ୍‌
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛରେ ଝୁଲି ରହିଲା ୧୦୮ ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ୩ ଆମ୍ବୁଲାନ୍ସ କର୍ମଚାରୀ
  • ||
  • ବାଲେଶ୍ୱର : ମର୍ଣ୍ଣିଙ୍ଗ୍ ୱାକ୍‌ କରିବା ବେଳେ ଅଘଟଣ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ଆସନ୍ତା ତିନି ଦିନ ନିଆଁ ବର୍ଷା: ୪୦ ଡିଗ୍ରୀ ଡେଇଁଲା ୮ ସହର ପାରଦ, ଆଜି ୪୨, କାଲି ୪୩ ଛୁଇଁବ ତାପମାତ୍ରା
  • ||

ଖୁଣ୍ଟରେ ପିଟି ହେଲା ବାଇକ : ୨ ମୃତ, ଜଣେ ଗୁରୁତର

Published By : Prameya | February 18, 2025 5:32 PM

ଜଗତସିଂହପୁର,୧୮।୨ :  କଟକ-ପାରାଦୀପ ରାସ୍ତାର ନୂଆପଡା ଛକ ନିକଟରେ ଦୁର୍ଘଟଣା ।ଭାରସାମ୍ୟ ହରାଇ ଖୁଣ୍ଟରେ ପିଟି ହେଲା ବାଇକ । ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛି। ମୃତକମାନେ ହେଲେ ଗୋକୁଳିପୁର ଗାଁର ରୁଦ୍ର ନାରାୟଣ ଜେନା ଓ ତୋଫାନ ଜେନା । ଗୁରୁତର ଜଣଙ୍କୁ ଜଗତସିଂହପୁର ଜିଲା ମୁଖ୍ୟ  ଚିକିତ୍ସାଳୟରେ ଭର୍ତ୍ତି  କରାଯାଇଛି।

ଗୋକୁଳିପୁର ଗାଁର ରୁଦ୍ର ନାରାୟଣ ଜେନା, ତୋଫାନ ଜେନା  ଓ ଅନ୍ୟ ଜଣେ ଏକ ପଲସର ବାଇକରେ ଦ୍ରୁତ ଗତିରେ ଯାଉଥିଲେ। କଟକ-ପାରାଦୀପ ରାସ୍ତାର ନୂଆପଡା ଛକ ନିକଟରେ ଗାଡି ଉପରୁ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଖୁଣ୍ଟରେ ପିଟି ହୋଇ ରାସ୍ତାରେ ଛିଟିକି ହୋଇ ପଡିଥିଲେ। ଘଟଣାସ୍ଥଳରେ ରୁଦ୍ର ଓ ନାରାୟଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକମାନେ ଗୁରୁତର ଜଣଙ୍କୁ ଉଦ୍ଧାର କରି ଜଗତସିଂହପୁର  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.