ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ ବାଇକରୁ ପଡି ୨ ମୃତ

କୋଣାର୍କ,୨୯।୫(ଆପ୍ର) : କୋଣାର୍କ ଥାନା ଅନ୍ତର୍ଗତ ଦଶବାଟିଆ ଛକ ଆନନ୍ଦ ମାର୍ଗ ସ୍କୁଲ୍ ସମ୍ମୁଖରେ ଭାରସାମ୍ୟ ହରାଇ ବାଇକରୁ ପଡି ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପ ଥାନା ଗୋଲପୁରର ରାକା ଭୋଇ(୨୮) ଓ ଡାଙ୍ଗ ନିଶଙ୍କ(୩୦)। 

ରାକା ଓ ଡ଼ାଙ୍ଗ ବାଇକ ( ନଂ  ଓଡି ୧୩ଏ ୯୮୦୪ରେ)ରେ କୋଣାର୍କରୁ ଦ୍ରୁତ ଗତିରେ ଘରକୁ ଫେରୁଥିଲେ। ଦଶବାଟିଆ ଛକ ନିକଟରେ ଭାରସାମ୍ୟ ହରାଇ ଦୁଇ ଜଣ ବାଇକ ସହିତ ପ୍ରାୟ ଦୁଇ ଶହ ମିଟର ପର୍ଯ୍ୟନ୍ତ ଘୋଷାଡି ହୋଇ ଯାଇଥିଲେ। ମୁଣ୍ଡ ମାଡ଼ ହୋଇ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ଘଟଣା ସ୍ଥଳରେ କୋଣାର୍କ  ପୁଲିସ ପହଞ୍ଚି ବାଇକ ଜବତ କରି ତଦନ୍ତ  କରୁଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ ହେବାରୁ ପ୍ରାୟ ୨ଘଣ୍ଟା ଧରି କୋଣାର୍କ-ଭୁବନେଶର ମୁଖ୍ୟ ରାସ୍ତା ଅବରୋଧ ହେବାରୁ ପର୍ଯ୍ୟଟକମାନେ ଅସୁବିଧାରେ ସମ୍ମୁଖୀନ ହୋଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.