ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଅଟୋ ଉପରେ ଗଛ ପଡ଼ି ୨ ମୃତ

Published By : Gurupada Nath | April 25, 2025 5:26 PM

ବଲାଙ୍ଗୀର,୨୫/୪ :  ପୁଇଁନ୍ତଳା ଥାନା କାସବାହାଲ ଛକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଅଟୋ ଉପରେ ଗଛ ପଡ଼ି ୨ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । 

ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.