ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ଟାୟାର ଫାଟି ଓଲଟିଲା ଗ୍ରାନାଇଟ୍ ବୋଝେଇ ପିକଅପ ଭ୍ୟାନ , ୨ ମୃତ

Published By : Suraj Kumar | August 16, 2025 10:38 PM

ବଣାଇ, ୧୬।୮ : ଲହୁଣୀପଡା ଥାନା ଦର୍ଜିଂ ଯାତ୍ରୀ ନିବାସ ନିକଟରେ ଏକ ଗ୍ରାନାଇଟ୍ ବୋଝେଇ ପିକଅପ ଭ୍ୟାନ ଟାୟାର ଫାଟି ଓଲଟି ପଡିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ହୋଇଛି। 

ଏକ ପିକଅପ ଭ୍ୟାନ ଗ୍ରାନାଇଟ୍ ବୋଝେଇ କରି ରାଉରକେଲା ରୁ ବଣାଇ ଅଭିମୁଖେ ଆସୁଥିଲା।  ଲହୁଣୀପଡା ଥାନା ଦର୍ଜିଂ ଯାତ୍ରୀ ନିବାସ ନିକଟରେ ଗାଡିଟିର ଟାୟାର୍ ଫାଟି ଯିବାରୁ  ଓଲଟି ପଡିଥିଲା। ଗାଡିରେ ବସିଥିବା ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିଲେ। ଗୁରୁତର ଜଣକୁ  ଲହୁଣୀପଡା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.