ପ୍ରମୂଖ ଖବର
  • ପାରିବାରିକ କଳହ : ଫ୍ୟାନରେ ଝୁଲି ବାପ-ପୁଅଙ୍କ ଆତ୍ମହତ୍ୟା
  • ||
  • ମହୁଆରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ତେଜ ପ୍ରତାପ ଯାଦବ
  • ||
  • ଟ୍ରମ୍ପ ପ୍ରଶାସନର ମନମାନୀ, ବାଧ୍ୟ ହୋଇ ନାସାରୁ ଚାକିରି ଛାଡ଼ିବେ ୩୮୭୦ କର୍ମଚାରୀ
  • ||
  • ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ଲାଗି ବିଜେପିର ଦାବି
  • ||
  • ଯୁଯୁମୁରା ଦେବଝରଣ ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ
  • ||
  • ଗୟାଜୀରେ ଗ୍ୟାଙ୍ଗରେପ୍ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ
  • ||
  • କଟକ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାକିରି ଦେବାକୁ କହି ଠକେଇ, ଜଣେ ଗିରଫ
  • ||
  • ସଫେଇ କର୍ମଚାରୀଙ୍କୁ ବଡ଼ ଭେଟି : ୧୦ ଲକ୍ଷର ଜୀବନବୀମା, କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ
  • ||
  • ଦୁଇ ଦଶନ୍ଧି ପରେ ଚିନ୍ତାର କାରଣ ପାଲଟିଛି ଚିକନଗୁନିଆ, ଭାରତ ପାଇଁ କେତେ ବିପଦ ?
  • ||
  • ବିଜେଡ଼ି ଆଣିବ ଅନାସ୍ଥା ପ୍ରସ୍ତାବ ! ଇଙ୍ଗିତ ଦେଲେ ବରିଷ୍ଠ ବିଧାୟକ ଅରୁଣ ସାହୁ
  • ||
  • ଟେଷ୍ଟରୁ ସନ୍ନ୍ୟାସ ନେଇପାରନ୍ତି ଯଶପ୍ରୀତ ବୁମ୍‌ରା ! ସାମ୍ନାକୁ ଆସିଲା ବଡ଼ କାରଣ
  • ||
  • ଯାଜପୁର : ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ନକ୍ସଲ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

ସ୍କୁଟିକୁ ଧକ୍କା ଦେଲା ବସ୍ , ଶାଳକ-ଭିଣୋଇ ମୃତ

Published By : Suraj Kumar | July 26, 2025 7:17 PM

ରାଜନଗର,୨୬।୭ :  ସ୍କୁଟିକୁ ଧକ୍କା ଦେଲା ବସ୍। ଏଥିରେ ଶାଳକ ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବ୍ୟବସାୟୀ କାବୁଲି ଧଳ ଓ ତାଙ୍କ ଶାଳକ ହଡି। ପଟ୍ଟାମୁଣ୍ଡାରୁ –ରାଜନଗର ରାସ୍ତାରେ ଏଭଳି ଦୁର୍ଘଟଣା ଘଟିଛି। ଘଟଣା ପରେ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି।

କାବୁଲି ଓ ତାଙ୍କ ଶାଳକ ହଡି ଏକ ସ୍କୁଟିରେ  ତାଙ୍କ ଚୂଡା ମିଲରୁ ଘରକୁ ଖାଇବାକୁ ଯାଉଥିଲେ।   ଏହି ସମୟରେ ପଟ୍ଟାମୁଣ୍ଡାଇରୁ ରାଜନଗର ଯାଉଥିବା ଜଗନ୍ନାଥ ବସଟି   ତାଙ୍କ ଉପରେ ଚଢି ଯାଇ ଥିଲା।  କାବୁଲିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଶାଳକ ହଡି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ହଡିଙ୍କୁ ରାଜନଗର ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ପୁଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.