ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

କୂଅ ସଫା କରୁଥିବା ବେଳେ ଶ୍ବାସରୁଦ୍ଧ ହୋଇ ୨ମୃତ

Published By : Suraj Kumar | April 23, 2025 7:22 PM

ମୁନିଗୁଡା,୨୩।୪; ରାୟଗଡା ଜିଲ୍ଲା  ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମ କାଳିମା ସାହିରେ ଅଘଟଣ  ।  କୂଅ ସଫା କରୁଥିବା ଵେଳେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ୨ଜଣ ହେଲେ ଟେଟେ ଟାଙ୍ଗାରାଙ୍ଗା ଓ ଚିତରଞ୍ଜନ ଟାଙ୍ଗାରାଙ୍ଗା ।

ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମ କାଳିମା ସାହିରେ ଟେଟେ ଟାଙ୍ଗାରାଙ୍ଗା ଓ ଚିତରଞ୍ଜନ ଟାଙ୍ଗାରାଙ୍ଗା କୂଅ ସଫା କରୁଥିଲେ। ତେବେ  ଦୁଇଜଣ  କୂଅରୁ ଵାହାରି ପାରିନଥିଲେ। ପରେ ସେମାନଙ୍କୁ କୂଅରୁ ଉଦ୍ଧାର କରାଯାଇ ଚନ୍ଦ୍ରପୁର ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାର କାରଣ ଅଷ୍ପଷ୍ଠ ଥିବା ବେଳେ ଅଣ ନିଶ୍ବାସୀ ହୋଇ ମୃତ୍ୟୁ ହୋଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.