ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବଦଳିବେ ୨ ଜିଲ୍ଲାପାଳ ଏବଂ ୫ ଏସପି, ନିର୍ବାଚନ କାମ ନଥିବା ସ୍ଥାନକୁ ତୁରନ୍ତ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର, ୦୨/୦୪ : ରାଜ୍ୟର ୨ ଜିଲ୍ଲାପାଳ ଏବଂ ୫ ଏସପିଙ୍କୁ ବଦଳି ନିର୍ଦ୍ଦେଶ। ତୁରନ୍ତ ବଦଳି କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ। କଟକ ଜିଲ୍ଲାପାଳ ବିନିତ ଭରଦ୍ଵାଜଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଏସପି ସୁଧାଂଶୁ ଶେଖର ମିଶ୍ର, ବ୍ରହ୍ମପୁର ଏସପି ଶ୍ରବଣା ବିବେକ, ଖୋର୍ଦ୍ଧା ଏସପି ବି. ଯୁଗଳ କିଶୋର, ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର, ଆଇପିଏସ୍ କନୱର ବିଶାଲ ସିଂହଙ୍କୁ ନିର୍ବାଚନ ସମ୍ପର୍କିତ କାମ ନଥିବା ସ୍ଥାନକୁ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

ସେହିପରି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି। ନିର୍ବାଚନ କାମ ନଥିବା ସ୍ଥାନକୁ ତୁରନ୍ତ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଦେଇଛନ୍ତି। 



 



  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.