ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା : ୨ ଡାକ୍ତରଙ୍କ ସାକ୍ଷ୍ୟ ଗ୍ରହଣ

ଝାରସୁଗୁଡା, ୧୬।୧୧ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ରେ ଗୁରୁବାର ଝାରସୁଗୁଡା ଭର୍ଚୁଆଲ କୋର୍ଟରେ ଏଡିଜେ କମ ଆଡିସ୍ନାଲ ସେସନ ଜଜ ସୁବାଷ ଧଲଙ୍କ ଦ୍ୱାରା ଦୁଇ ଜଣଙ୍କ ସାକ୍ଷ ଗ୍ରହଣ କରାଯାଇଛି l ନବ ଦାସଙ୍କ ପୋଷ୍ଟମର୍ଟମ କରିଥିବା କ୍ୟାପିଟାଲ ହସ୍ପିଟାଲ ଭୁବନେଶ୍ୱର ର ଦୁଇଜଣ ଡାକ୍ତର ଲଷ୍ମୀକାନ୍ତ ବେହେରା ଏବଂ ପ୍ରମୋଦ ସାମନ୍ତରାୟଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି l ଏହି ଅବସରରେ ଅଭିଯୁକ୍ତ ଗୋପାଳ ଦାସ ମଧ୍ୟ ଭର୍ଚୁଆଲ ମୋଡ଼ରେ ଉପସ୍ଥିତ ଥିଲେ l 

ଗୋପଳ ଦାସଙ୍କ ଓକିଲ ନରେଶ ନାୟକ ଏବଂ କିଶୋର ପଟେଲ ଉଭୟ ଡାକ୍ତରଙ୍କୁ ଜେରା କରିଥିଲେ l ଅନ୍ୟପଟେ ଆସିଷ୍ଟାଣ୍ଟ ପବ୍ଲିକ ପ୍ରୋସିକ୍ୟୁଟର ଗଙ୍ଗାଧର ଗଡ଼ନାୟକ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିଲେ l ଆଜିର ସାକ୍ଷ୍ୟ ଗ୍ରହଣ ବେଳେ ନବ ଦାସଙ୍କୁ ହୋଇଥିବା ଗୁଳି ମାଡର କ୍ଷତ ଉପରେ ପ୍ରାଞ୍ଜଳ ଭାବରେ ଜେରା କରାଯାଇଥିବା ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ସୂଚନା ଦେଇଛନ୍ତି l

ଆହୁରି ପଢନ୍ତୁ : ବାବା ଆଳରେ କରୁଥିଲେ ଗଞ୍ଜେଇ ବେପାର, ମାଡ଼ି ବସିଲା ପୁଲିସ : ୨ ଗିରଫ

Copyright © 2022 - Summa Real Media Private Limited. All Rights Reserved.