ପ୍ରମୁଖ ଖବର
  • ଭୁବନେଶ୍ଵର : ଭୁବନେଶ୍ୱରରେ ବିଲ୍‌ ଗେଟ୍ସ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ, କୃଷିଭବନ ଓ ବସ୍ତି ବୁଲିବାର ରହିଛି କାର୍ଯ୍ୟକ୍ରମ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ପୂର୍ବ ଶତ୍ରୁତାକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ, ପଥର ଫିଙ୍ଗିବା ସହ ଡିନାମାଇଟ ପକାଇଲେ

କଣାସ ,୭।୨  କଣାସ ବ୍ଲକ  ନୂଆ ଦୋକନ୍ଦା ଗ୍ରାମରେ ଉତ୍ତେଜନା ଦେଖା ଦେଇଛି । ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏପରିକି ପଥର ଫିଙ୍ଗିବା ସହ ଡିନାମାଇଟ ପକାଇଥିଲେ। ଜଣେ ଯୁବକ ଡିନାମାଇଟ  ପକାଇବାରୁ ଗ୍ରାମରେ ଉତ୍ତେଜନା  ଦେଖା ଦେଇଥିଲା। ଖବର ପାଇ କଣାସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ଡିନାମାଇଟ ପକାଇଥିବା ଯୁବକଙ୍କୁ କାବୁ କରିଛି। 

ଆହୁରି ପଢନ୍ତୁ : ପତ୍ରପୁର ପୋଲ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକର ଆତ୍ମହତ୍ୟା ଉଦ୍ୟମ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.