ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବିଳମ୍ବିତ ରାତିରେ ଭାଇ ଭଉଣୀଙ୍କୁ ଗୁଳିମାଡ଼, ତଦନ୍ତ କରୁଛି ପୋଲିସ

Published By : Anindita Ratha | January 3, 2025 1:25 PM

ଆଠମଲ୍ଲିକ,୦୩/୦୧:  ବିଳମ୍ବିତ ରାତିରେ ଭାଇ ଭଉଣୀଙ୍କୁ ଗୁଳିମାଡ଼। ଘରେ ଶୋଇଥିବା ସମୟରେ ଭାଇ ଭଉଣୀଙ୍କୁ ଗୁଳି କରିଛନ୍ତି ଦୁର୍ବୃତ୍ତ । ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି। ତେବେ ଗୁଳିକାଣ୍ଡର ଶିକାର ହୋଇଛନ୍ତି ଭାଙ୍ଗମୁଣ୍ଡା ଗ୍ରାମର ପ୍ରଫୁଲ୍ଲ ମିର୍ଦ୍ଧାଙ୍କ ୧୫ ବର୍ଷୀୟା ଝିଅ ଯାଜ୍ଞସେନୀ ଓ ୧୧ ବର୍ଷୀୟ ପୁଅ ପ୍ରକାଶ । ତେବେ ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ମେଡିକାଲରେ ସେମାନଙ୍କ ଚିକିତ୍ସା ଜାରି ରହିଛି। 

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ପରିବାର ଲୋକଙ୍କ ଉଭୟ ଭାଇ-ଭଉଣୀ ଖାଇପିଇ ଗୋଟିଏ ରୁମ୍‌ରେ ଶୋଇଥିଲେ । ଆଉ ସେହି ସମୟରେ  ଗୁଳି ଶବ୍ଦ ଶୁଣି ଉଠି ପଡିଥିଲେ ପରିବାର ଲୋକ । ରକ୍ତ ଜୁଡୁବୁଡୁ ହୋଇ ତଳେ ପଡିଥିଲେ ଭାଇ ଭଉଣୀ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଝିଅ ଯାଜ୍ଞସେନୀଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କୁନି କୁନି ଭାଇ ଭଉଣୀଙ୍କ ଉପରେ କାହିଁକି ଗୁଳିମାଡ଼ ହୋଇଛି ଓ ଗୁଳିକାଣ୍ଡ କିଏ କରିଛି ଜଣାପଡିନି । ଗୁଳିମାଡ କରିଥିବା ଦୁର୍ବୃତ୍ତଙ୍କ କୌଣସି ପତ୍ତା ମିଳିନି । କିଶୋରନଗର ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.