ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ଗୁଣ୍ଠପଡାରେ ନିର୍ବାଚନୀ ହିଂସା : ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୨ ଆହତ

ଆସ୍କା,୨୦।୫  : କବିସୂର୍ଯ୍ୟନଗର ଥାନା ଗୁଣ୍ଠପଡା ଗ୍ରାମରେ ନିର୍ବାଚନ ପରବର୍ତ୍ତି ହିଂସା ଦେଖିବାକୁ ମିଳିଛି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୨ ଜଣ ଆହତ ହୋଇଛନ୍ତି। ଆହତ ଦୁଇ ବ୍ୟକ୍ତି ହେଲେ କାହ୍ନୁ ସାହୁ ଓ ବାବୁଲା ସ୍ୱାଇଁ। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ପୋଲିସ ପରିସ୍ଥିତି ଉପରେ ନଜର ରଖିଛି। 

ଆହୁରି ପଢନ୍ତୁ : ଭୋଟ ଦେଇ ନ ପାରିବାରୁ ବୁଥରେ ତାଲା ପକେଇଲେ ଭୋଟର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.