ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

ଟ୍ରକ-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ଗୁରୁତର

Published By : Prameya | January 19, 2025 8:30 PM

ତୁମୁଡିବନ୍ଧ,୧୯/୧ : ବାଇକ ଓ ମିନିଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣ ଯୁବକ ଗୁରୁତର ହୋଇଛନ୍ତି।  ତୁମୁଡିବନ୍ଧ ଠାରୁ କୋଟଗଡ ରାସ୍ତାରେ ଦୁର୍ଘଟଣା ଘଟିଛି।  ଗୁରୁତର ଯୁବକମାନେ ହେଲେ ଦେବଜିତ ପରାସେଠ ଓ ସମଦେଶ ମଣ୍ଡଳ ।

ତୁମୁଡିବନ୍ଧ ଠାରୁ କୋଟଗଡ ଆଡକୁ ଯାଉଥିବା ୨ ଜଣ ଯୁବକ ଏକ ବାଇକ ( ନଂ. ଓଡି ୧୨ ଡି ୫୧୪୬)ରେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ମିନି ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ ଆରୋହୀ ଦେବଜିତ  ଓ ସମଦେଶ  ଗୁରୁତର ହୋଇଥିଲେ।। ଉଭୟ ଗୁରୁତରଙ୍କୁ  ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠା ଯାଇଥିଲା। ତେବେ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ତୁମୁଡିବନ୍ଧ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.