ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଗାଧୋଇବା ବେଳେ ଗାଁ ପୋଖରୀରେ ବୁଡିଗଲେ ୨ ନାବାଳିକା

ବିଞ୍ଝାରପୁର, ୨୧/୦୫ : ଗାଧୋଇବା ବେଳେ ଗାଁ ପୋଖରୀରେ ବୁଡ଼ିଗଲେ ୨ ନାବାଳିକା। ଏଭଳି ହୃଦୟବିଦାରକ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅଳୁକୁଣ୍ଡା ଅନ୍ତର୍ଗତତ ରାହାସ ଗୁହଳି ଗ୍ରାମରେ। ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨ ନାବାଳିକା ସମ୍ପର୍କୀୟ ଭଉଣୀ ହୋଇଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, ବିଞ୍ଝାରପୁର ବ୍ଲକ ଅଳୁକୁଣ୍ଡା ଅନ୍ତର୍ଗତତ ରାହାସ ଗୁହଳି ଗ୍ରାମର ଗୋପ ମଲ୍ଲିକଙ୍କ ଝିଅ ମୋହିନୀ ଓ ପ୍ରଶାନ୍ତ ମଲ୍ଲିକଙ୍କ ଝିଅ ସ୍ଵର୍ଣ୍ଣପ୍ରଭା ଦୁହେଁ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ବେଳେ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ଗାଁ ଲୋକମାନେ ଏହା ଦେଖି ସେମାନଙ୍କୁ ଉଦ୍ଧାର କରି ବିଞ୍ଝାରପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତେଜନା ପ୍ରକାଶ ପାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.