ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଗାଧୋଇବା ବେଳେ ଗାଁ ପୋଖରୀରେ ବୁଡିଗଲେ ୨ ନାବାଳିକା

ବିଞ୍ଝାରପୁର, ୨୧/୦୫ : ଗାଧୋଇବା ବେଳେ ଗାଁ ପୋଖରୀରେ ବୁଡ଼ିଗଲେ ୨ ନାବାଳିକା। ଏଭଳି ହୃଦୟବିଦାରକ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅଳୁକୁଣ୍ଡା ଅନ୍ତର୍ଗତତ ରାହାସ ଗୁହଳି ଗ୍ରାମରେ। ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨ ନାବାଳିକା ସମ୍ପର୍କୀୟ ଭଉଣୀ ହୋଇଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, ବିଞ୍ଝାରପୁର ବ୍ଲକ ଅଳୁକୁଣ୍ଡା ଅନ୍ତର୍ଗତତ ରାହାସ ଗୁହଳି ଗ୍ରାମର ଗୋପ ମଲ୍ଲିକଙ୍କ ଝିଅ ମୋହିନୀ ଓ ପ୍ରଶାନ୍ତ ମଲ୍ଲିକଙ୍କ ଝିଅ ସ୍ଵର୍ଣ୍ଣପ୍ରଭା ଦୁହେଁ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ବେଳେ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ଗାଁ ଲୋକମାନେ ଏହା ଦେଖି ସେମାନଙ୍କୁ ଉଦ୍ଧାର କରି ବିଞ୍ଝାରପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତେଜନା ପ୍ରକାଶ ପାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.