ପ୍ରମୂଖ ଖବର

ଗଣେଶ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ : ଛୁରାମାଡ଼ରେ ୨ ଗୁରୁତର

କଟକ,୧୯।୯ : କଟକରେ  ସାହିରେ ଚାଲି ଥିବା  ଗଣେଷ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁ ମୁହିଁ ହୋଇଛନ୍ତି। ଛୁରାମାଡରେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରତର ଅବସ୍ଥାରେ ୨ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିଡାନାସୀ ନୁଆସାହି ଅଂଚଳରେ ଏହି  ଘଟଣା ଘଟିଛି। ଘଟଣା ସ୍ଥଳରେ ବିଡାନାସୀ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଛୁରା ମାଡ଼ କରି ଥିବା ଦୁଇ ଅଭିଯୁକ୍ତ ଥାନାରେ ଅଟକ ରହିଛନ୍ତି। 

ଆହୁରି ପଢନ୍ତୁ : ମର୍ମନ୍ତୁଦ ଦୁର୍ଘଟଣା : ଅଟୋ- ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ ଓ ୬ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.