ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପୋଖରୀରେ ଗାଧୋଉଥିବା ବେଳେ ୨ ଭଉଣୀଙ୍କ ସଲୀଳ ସମାଧି

ବାରିପଦା, ୧୬/୦୪ : ପୋଖରୀରେ ଗାଧୋଉଥିବା ବେଳେ ୨ ଭଉଣୀଙ୍କ ସଲୀଳ ସମାଧି। ମଙ୍ଗଳବାର ପୂର୍ବାହ୍ନରେ ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳିକା ଦୁଇ ଜଣ ହେଉଛନ୍ତି ସୁରେଖା ନାୟକ (୧୫ ବର୍ଷ) ଓ ଲିଲି ନାୟକ (୧୭ ବର୍ଷ)।

ସୂଚନା ମୁତାବକ, ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ଗାଧୋଉଥିବା ବେଳେ ୨ ଜଣ ନାବାଳିକାଙ୍କର ସଲୀଳ ସମାଧି ଘଟିଛି। ଉଭୟଙ୍କୁ ଉଦ୍ଧାର କରାଯାଇ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣା ଯାଇଥିଲା। ହେଲେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଛନ୍ତି। ଏମାନେ ସମ୍ପର୍କରେ ଦୁଇ ଭଉଣୀ ବୋଲି ଜଣାପଡିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.