ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୋଖରୀରେ ଗାଧୋଉଥିବା ବେଳେ ୨ ଭଉଣୀଙ୍କ ସଲୀଳ ସମାଧି

ବାରିପଦା, ୧୬/୦୪ : ପୋଖରୀରେ ଗାଧୋଉଥିବା ବେଳେ ୨ ଭଉଣୀଙ୍କ ସଲୀଳ ସମାଧି। ମଙ୍ଗଳବାର ପୂର୍ବାହ୍ନରେ ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳିକା ଦୁଇ ଜଣ ହେଉଛନ୍ତି ସୁରେଖା ନାୟକ (୧୫ ବର୍ଷ) ଓ ଲିଲି ନାୟକ (୧୭ ବର୍ଷ)।

ସୂଚନା ମୁତାବକ, ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ଗାଧୋଉଥିବା ବେଳେ ୨ ଜଣ ନାବାଳିକାଙ୍କର ସଲୀଳ ସମାଧି ଘଟିଛି। ଉଭୟଙ୍କୁ ଉଦ୍ଧାର କରାଯାଇ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣା ଯାଇଥିଲା। ହେଲେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଛନ୍ତି। ଏମାନେ ସମ୍ପର୍କରେ ଦୁଇ ଭଉଣୀ ବୋଲି ଜଣାପଡିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.