ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟିକିରିର ୨ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କାଶୀପୁର, ୦୭/୦୨ : ଟିକିରିର ଦୁଇଜଣ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଶିକ୍ଷକ ରଞ୍ଜିତ କୁମାର ମିଶ୍ର ଓ ରାଜେନ୍ଦ୍ର ମହାନ୍ତଙ୍କୁ ଶ୍ରେଷ୍ଠ ମାଧ୍ୟମିକ ଶିକ୍ଷକ ଭାବେ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। 

ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଙ୍ଗଠନ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ୫T ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ, ଗଣଶିକ୍ଷା ସଚିବ, ବିଭାଗୀୟ ମନ୍ତ୍ରୀ ସୁଦାମ ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୀପ୍ତିମୟୀ ସିଂହ, ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକର୍ମୀ ତଥା ଗ୍ରାମବାସୀ ପୁରସ୍କୃତ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.