ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଟିକିରିର ୨ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କାଶୀପୁର, ୦୭/୦୨ : ଟିକିରିର ଦୁଇଜଣ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଶିକ୍ଷକ ରଞ୍ଜିତ କୁମାର ମିଶ୍ର ଓ ରାଜେନ୍ଦ୍ର ମହାନ୍ତଙ୍କୁ ଶ୍ରେଷ୍ଠ ମାଧ୍ୟମିକ ଶିକ୍ଷକ ଭାବେ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। 

ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଙ୍ଗଠନ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ୫T ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ, ଗଣଶିକ୍ଷା ସଚିବ, ବିଭାଗୀୟ ମନ୍ତ୍ରୀ ସୁଦାମ ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୀପ୍ତିମୟୀ ସିଂହ, ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକର୍ମୀ ତଥା ଗ୍ରାମବାସୀ ପୁରସ୍କୃତ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.