ପ୍ରମୂଖ ଖବର
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ପୋଲିସ ଗାଡ଼ି ଭଙ୍ଗାରୁଜା ଘଟଣା ; ୨ ଶିକ୍ଷକ ନିଲମ୍ବିତ

Published By : Prameya | April 8, 2025 9:15 PM

ମୋହନା,୮/୪ :  ମୋହନାର ୨ ଶିକ୍ଷକ ନିଲମ୍ବିତ l ପୋଲିସକୁ ଆକ୍ରମଣ ଓ ଗଞ୍ଜେଇ କାରବାରରେ ସମ୍ପୃକ୍ତ ଅଭିଯୋଗରେ ନିଲମ୍ବନ କଲେ ଗଜପତି ଜିଲ୍ଲା ଶିକ୍ଷାଧିକାରୀ l ଗତ ମାର୍ଚ୍ଚ ୨୧ରେ ପିଡ଼ିଏର ଗାଁରେ ଗଞ୍ଜେଇ ଚଢ଼ଉ ବେଳେ ପୋଲିସକୁ ମାଡ଼ ମାରିବା ସହ ଗାଡି ଭଙ୍ଗାରୁଜା କରିଥିଲେ ଗ୍ରାମବାସୀ l ଏହି ଘଟଣାରେ ସମ୍ପୃକ୍ତ ଥିଲେ ୨ ଶିକ୍ଷକ । ଏହା ସାମ୍ନାକୁ ଆସିବା ପରେ ତାଙ୍କୁ ନିଲମ୍ବନ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.