ପ୍ରମୂଖ ଖବର
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ

Published By : Harapriya Sethi | April 16, 2025 9:03 AM

ମାଲକାନଗିରି, ୧୬/୦୪: ଛତିଶଗଡ କୋଣ୍ଡାଗାଁଓ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାଡକୋର ମାଓବାଦୀ ନିହତ । ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

କୋଣ୍ଡାଗାଁଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ୍‌ ଲୁଚି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଯବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.