PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ନାଗାବଳୀ ନଦୀରେ ଫସିଛନ୍ତି ୨ ପର୍ଯ୍ୟଟକ

ରାୟଗଡା, ୧୭।୭ ନାଗାବଳୀ ନଦୀରେ ୨ ପର୍ଯ୍ୟଟକ ଫସିଛନ୍ତି। ନଦୀ ମଝିରେ ଥିବା ଏକ ପଥର ଉପରେ ଉଭୟ ରହିଛନ୍ତି । ତେବେ ବର୍ଷା ଯୋଗୁ ଝୁଲା ପୋଲ ନିକଟ ନଦୀରେ ହଠାତ ପାଣି ବଢି ଯାଇଥିଲା। ଏଥିରେ ଉଭୟ ଫସିଯାଇଥିଲେ। ପାଣି ବଢୁଥିବାର ଉଭୟଙ୍କ ପାଇଁ ବିପଦ ଆଶଙ୍କା ରହିଛି।ତେବେ ୨ ପର୍ଯ୍ୟଟକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି।

ସମ୍ବନ୍ଧିତ ଖବର