ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

Published By : Suraj Kumar | August 17, 2025 7:35 PM

ନୂଆପଡା,୧୭।୮ : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା  ବେଳେ ଅଘଟଣ। ଶ୍ବାସରୁଦ୍ଧ ହୋଇ ଦୁଇ ଶ୍ରମିକ ମୃତ। ଖଡ଼ିଆଳ ଲକ୍ଷ୍ମୀ ଛକ କଂସାରୀ ପଡାରେ ଏଭଳି ଘଟଣା ଘଟିଛି। ମୃତକ ଖଡ଼ିଆଳ ଥାନା କୋଟେନମୁଣ୍ଡା ଗ୍ରାମର ରଘୁମାନୀ ହାତୀ ଓ ଛତା ଗ୍ରାମର ବାସୁଦେବ ଭୋଇ।

ଖଡ଼ିଆଳ ଲକ୍ଷ୍ମୀ ଛକ କଂସାରୀ ପଡାର ଗୋବିନ୍ଦ ସାହୁଙ୍କ ପାଇଖାନା ଟାଙ୍କି ସେଣ୍ଟ୍ରିଂ ରଘୁମାନୀ ହାତୀ ଓ ବାସୁଦେବ ଭୋଇ ଖୋଲୁଥିଲେ। ତେବେ ପାଇଖାନା ଟାଙ୍କି ଭିତରେ ଜଣେ ଶ୍ବାସରୁଦ୍ଧ ହୋଇଯାଇଥିଲେ। ଅନ୍ୟ ଜଣେ ବଞ୍ଚାଇବାକୁ ଯାଇ ସେ ମଧ୍ୟ ଶ୍ବାସରୁଦ୍ଧ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର କରାଯାଇ ଖଡିଆଳ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ଖଡ଼ିଆଳ ପୋଲିସ ପହଞ୍ଚି ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.