ପ୍ରମୁଖ ଖବର
  • ଜମ୍ମୁ-କାଶ୍ମୀରକୁ ଖୁବ୍‌ଶୀଘ୍ର ମିଳିବ ପୂର୍ଣ୍ଣ ରାଜ୍ୟ ମାନ୍ୟତା, ଉଦ୍ଧମପୁରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • କାଳିକାଦେବୀ ସାହିରେ ବୁଲେ ମାଟିମଣ୍ଡପ ସାହି ପଟୁଆର, ଆଜି ବାଲିସାହି-ହରଚଣ୍ଡି ସାହି ଶାନ୍ତି କମିଟି ବୈଠକ
  • ||
  • ପ୍ୟାରିସ ଅଲିମ୍ପିକ୍ସ: ୧୭ରେ ବିକ୍ରି ହେବ ୨୫୦,୦୦୦ ଟିକେଟି
  • ||
  • ଗ୍ରୀଷ୍ମ ଛୁଟିରେ ଅନ୍‌ଲାଇନ୍‌ କ୍ଲାସ୍‌, ଆଜି ପ୍ରଧାନଶିକ୍ଷକମାନଙ୍କ ବୈଠକରେ ହେବ ଆଲୋଚନା
  • ||
  • ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଶୁକ୍ରବାର ପ୍ରକାଶ ପାଇବ ବିଜ୍ଞପ୍ତି, ଆରମ୍ଭ ହେବ ନାମାଙ୍କନ ପ୍ରକିୟା
  • ||
  • ଜାତୀୟ ପଥପ୍ରାନ୍ତ ନାଟକ ଦିବସ: ସରକାରୀ ସ୍ୱୀକୃତିକୁ ଅପେକ୍ଷା, ଅନେକ ଦାବି ପରେ ବି ଅବହେଳିତ
  • ||
  • ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା, ରିମାଣ୍ଡ ଆବେଦନ କରିବ CBI
  • ||
  • IPL 2024: ସୁପରଜାଏଣ୍ଟ୍‌ସ - କ୍ୟାପିଟାଲ ଲଢ଼େଇ, ଏକାନ୍ନାରେ ଚ୍ୟାଲେଞ୍ଜ ହେବ ସ୍ପିନ
  • ||
  • ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ
  • ||
  • ବଦଳିବ ପାଣି ପାଗ ମିଜାଜ୍: ୪ ଦିନରେ ୮ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ପୁଣି କଲବଲ କରିବ ତାତି
  • ||

ସେକ୍ସ ରାକେଟ ଠାବ, ୨ ଯୁବକ ଓ ଯୁବତୀ ଅଟକ

 ନୀଳଗିରି,୧୭/୩-ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ମିତ୍ରପୁର ମର୍ଦରାଜପୁର ଗାଁରେ ସେକ୍ସ ରାକେଟ ଠାବ ହୋଇଛି।ଅସଞ୍ଜତ ଅବସ୍ଥାରେ ଗ୍ରାମବାସୀ ଦୁଇ ଯୁବତୀ ଓ ଦୁଇ ଯୁବକଙ୍କୁ ଅଟକ ରଖିଛନ୍ତି। ଅଟକ ୨ ଯୁବକକୁ ନିର୍ଧୁମ ମାଡ଼ ମାରି ଗଛରେ ବାନ୍ଧିଛନ୍ତି ଗ୍ରାମବାସୀ। ଖବର ପାଇ ପୋଲିସ ପହଞ୍ଚି ତଦନ୍ତ କରୁଛି। ଦୀର୍ଘଦିନ ଧରି ଗାଁରେ ଗୋଟିଏ ଘରେ ଦେହ ବ୍ୟାପାର ଚାଲୁଥିବା ଅଭିଯୋଗ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.