ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭାର୍ଗବୀ ନଦୀରେ ବୁଡ଼ି ୨ ଯୁବକ ମୃତ

Published By : Suraj Kumar | April 27, 2025 8:12 PM

ଭୁବନେଶ୍ବର,୨୭।୪ : ରାଜଧାନୀ ଉପକଣ୍ଠ ବାଳକାଟି ସାଇଫନ୍ ନିକଟ ଭାର୍ଗବୀ ନଦୀରେ ବୁଡ଼ି ୨ ଜଣ ଯୁବକଙ୍କ ମୃତ୍ୟୁ।  ମୃତ ୨ ଯୁବକ ହେଲେ ଆଶିଷ ବେହେରା ଏବଂ ପ୍ରାଣକୃଷ୍ଣ ମହାଲିକ୍ । ଉଭୟ ଭୁବନେଶ୍ଵର ରେ କାର୍ଯ୍ୟ କରନ୍ତି । 

୨ ଜଣ ଭାର୍ଗବୀ ନଦୀ କୁ ଗାଧୋଇବାକୁ ଆସିଥିଲେ । ଗାଧୋଇବା  ବେଳେ ଆଶିଷ ନଦୀର ଗଭୀର ଗଣ୍ଡରେ ବୁଡ଼ି ଯାଇଥିଲେ । ଆଶିଷଙ୍କୁ ଉଦ୍ଧାର କରିବାକୁ ଯାଇ ପ୍ରାଣକୃଷ୍ଣ ମଧ୍ୟ ବୁଡି ଯାଇଥିଲେ । ଅଧ ଘଣ୍ଟା ପରେ ବାଲିଅନ୍ତା ଅଗ୍ନିଶମ ବାହିନୀ ନଦୀରୁ ସେମାନଙ୍କୁ ଉଦ୍ଧାର କରିଥିଲା । ସେତେବେଳକୁ ଉଭୟଙ୍କର ମୃତ୍ୟୁ ହୋଇଯାଇଥିଲା । ବାଳକାଟି ପୋଲିସ୍‌ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.