ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

୨୦ କୋଟି ଟଙ୍କାର ଗଞ୍ଜେଇ ଜବତ

Published By : Suraj Kumar | December 21, 2024 6:02 PM

ମୋହନା, ୨୧।୧୨ :  ମୋହନା ଥାନା ରଙ୍କୁଡ଼ା ଗାଁ ନିକଟରେ ମକା ବସ୍ତା ସହ ଗଞ୍ଜେଇ ବସ୍ତାକୁ ରଖି ଚାଲାଣ କରିବାକୁ ଯୋଜନା କରୁଥିବା ବେଳେ ମୋହନା ପୋଲିସ ଚଢାଉ କରି  ଜବତ କରିଛି। ୧୪୦ଟି ମକା ବସ୍ତା ସହ ୨୨ଟି ଗଞ୍ଜେଇ ବସ୍ତା ପୋଲିସ ଜବତ କରିଛି। ୨୨ଟି ବସ୍ତାରେ ୭ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୦ କୋଟି ଟଙ୍କା ହେବ। 

ମୋହନା ଥାନା ରଙ୍କୁଡ଼ା ଗାଁ ନିକଟରେ ଚାଲାଣ ପାଇଁ ଗଞ୍ଜେଇ ଓ ମକା ବସ୍ତା ରଖାଯାଇଥିଲା।  ଖବର ପାଇ ପୋଲିସ ଚଢାଉ କରି ୨୨ ଗଞ୍ଜେଇ ଓ ୧୪୦ ମକା ବସ୍ତା ଜବତ କରିଥିଲା। ପୋଲିସ ଚଢାଉ ପୂର୍ବରୁ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.