PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଆରୋନ୍‌ ଫିଞ୍ଚ, ଏବେ ବି ତାଙ୍କ ବିଶ୍ବ ରେକର୍ଡ ରହିଛି ଅତୁଟ
  • ||
  • ବିବାହ ବନ୍ଧନରେ ବାନ୍ଧିହେଲେ ସିଦ୍ଧାର୍ଥ ଓ କିଆରା, ସୂର୍ଯ୍ୟଗଡ ପ୍ୟାଲେସ୍‌ରେ ହେଲା ବାହାଘର
  • ||
  • କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ କାମରାନ ଆକମଲ, ୨୦୧୭ ପରଠୁ ମିଳୁନଥିଲା ସୁଯୋଗ
  • ||
  • ତୁର୍କୀରେ ଜରୁରୀ ପରିସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି, ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୫ ହଜାର ପାର୍
  • ||
  • କଟକ: କଟକରେ ଜିଏସ୍‌ଟି ରେଡ୍, ଲିଙ୍ଗରୋଡ୍‌ରେ ଥିବା ପଞ୍ଚମୁଖୀ ସାନିଟାରି ଦୋକାନରେ ଜିଏସ୍‌ଟି ଚଢ଼ଉ ଜାରି
  • ||
  • ଭୁବନେଶ୍ୱର: ପ୍ରକାଶ ପାଇଲା JEE(ମେନ୍) ରେଜଲ୍ଟ, ଆଫିସିଆଲ ୱେବସାଇଟ୍‌ରେ ଜାଣିପାରିବେ ଫଳ
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକ ଲାଗି, ଦର୍ଶନ କଟକଣା
  • ||
  • ଭୁବନେଶ୍ୱର: ଦେଖୁଦେଖୁ ଜଳିଗଲା ଏଟିଏମ୍, କାରଣ ଅସ୍ପଷ୍ଟ
  • ||
  • ଜଗତସିଂହପୁର : ତିର୍ତ୍ତୋଲ୍‌ ବିଧାୟକଙ୍କ ପ୍ରେମ-ପ୍ରତାରଣା ମାମଲା: ୭ ଘଣ୍ଟା ଧରି ସୋମାଲିକାଙ୍କ ବୟାନ ରେକର୍ଡ, ବିଜୟ ଶଙ୍କର ନିରବ…
  • ||
  • ଭୁବନେଶ୍ୱର : ଅଧିକ ଚିକିତ୍ସା ଲାଗି ଆଜି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ, କରାଯିବ ଲିଭର ଟ୍ରାନ୍ସପ୍ଲାଣ୍ଟ
  • ||
  • ଭୁବନେଶ୍ୱର : ଆରମ୍ଭ ହେଲା ଭାଲେଣ୍ଟାଇନ୍‌ ସପ୍ତାହ, ଗୋଲାପ ମହକରୁ ଆରମ୍ଭ ହେବ ପ୍ରେମ
  • ||
  • ଭୁବନେଶ୍ୱର : ରାଜ୍ୟରେ କଲବଲ କରିବ ଖରା, ରାତି ତାପମାତ୍ରା ଆହୁରି ବଢ଼ିବ: ଉପକୂଳରେ ୩ଡିଗ୍ରୀ ବଢ଼ିବ
  • ||

୨୨୫ କେଜି ଗଞ୍ଜେଇ ଜବତ, ୪ ଗିରଫ

କଟକ, ୨୩।୧ ଅବକାରୀ ବିଭାଗ ସୋମବାର ଦୁଇଟି ସ୍ଥାନରେ ଚଢାଉ କରି ୨୨୫ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଅବକାରୀ ଟିମ୍ ପଶ୍ଚିମ ବଙ୍ଗର ୪ ଜଣଙ୍କୁ ଗିରଫ କରିଛି। ଟାଙ୍ଗୀ ଟୋଲ ଗେଟ ପାଖରେ ଏକ ଟାଟା ଏସି ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ପୋଲିସ ଗାଡିକୁ ଅଟକାଇ ଯାଞ୍ଚ୍ କରିଥିଲେ। ସେଥିରୁ ୧୫୦ କେଜି ଗଞ୍ଜେଇ ଜବତ କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଅବକାରୀ ପୋଲିସ ଗିରଫ କରିଛି। ସେହିପରି ବାରଙ୍ଗ ତ୍ରିଶୁଳିଆ ପାଖରେ ଏକ କାର୍ କୁ ଯାଞ୍ଚ୍ କରିବାରୁ ୭୫ କେଜି ଗଞ୍ଜେଇ ମିଳିଥିଲା। ଏହି ଘଟଣାରେ ଜଣେ ଡ଼୍ରାଇଭରଙ୍କୁ ଗିରଫ କରାଯାଇଛି।

ସମ୍ବନ୍ଧିତ ଖବର