ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ୨୪ରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ

ସେଣ୍ଟ ଲୁସିଆ,୧୪/୦୬: ଭାରତ  କ୍ରମାନ୍ୱୟରେ ୩ଟି ମ୍ୟାଚ୍‌ରେ ବିଜୟୀ ହୋଇ ସୁପର-୮ରେ ପ୍ରବେଶ କରି ସାରିଛି । ଏହି ପର୍ଯ୍ୟାୟରେ ଦଳ ଆସନ୍ତା ୨୪ ତାରିଖରେ ଅଷ୍ଟ୍ରେଲିଆକୁ ସେଣ୍ଟ ଲୁସିଆରେ  ଭେଟିବ । ସେମିତି ୨୦ ତାରିଖରେ ଆଫଗାନିସ୍ତାନ  ଏବଂ ୨୨ରେ ବାଂଲାଦେଶକୁ ଭେଟିପାରେ ବୋଲି ଆଶା  କରାଯାଉଛି । ଭାରତ ଗ୍ରୁପ୍‌ ପର୍ଯ୍ୟାୟରେ ଶେଷ ମ୍ୟାଚ୍‌  ଆସନ୍ତା ୧୫ ତାରିଖରେ କାନାଡ଼ା ସହ ଖେଳିବ । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.