ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାଜ୍ୟରେ ସୁଦୃଢ ହେବ ଆଇନ ଶୃଙ୍ଖଳା ପରିସ୍ଥିତି, ସୃଷ୍ଟି ହେଲା ଅଢେଇ ହଜାର ନୂଆ ହୋମଗାର୍ଡ ପଦବୀ

Published By : Rasmita Pradhan | April 15, 2025 12:48 PM

ଭୁବନେଶ୍ୱର, ୧୫/୦୪ : ରାଜ୍ୟରେ ସୁଦୃଢ ହେବ ଆଇନ ଶୃଙ୍ଖଳା ପରିସ୍ଥିତି। ସୃଷ୍ଟି ହେଲା ଅଢେଇ ହଜାର ନୂଆ ହୋମଗାର୍ଡ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୧୭ ହଜାର ୬୭୫ ଗୃହରକ୍ଷୀ ପଦବୀ ରହିଛି। ନୂଆ ପଦବୀ ସୃଷ୍ଟି ହେବା ପରେ ମୋଟ ପଦବୀ ସଂଖ୍ୟା ୨୦ ହଜାର ୧୭୫କୁ ବୃଦ୍ଧି ହୋଇଛି। 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨ ହଜାର ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.