ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନ, ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ

Published By : Harapriya Sethi | November 27, 2024 8:27 AM

ଭୁବନେଶ୍ୱର,୨୭/୧୧: ବୁଧବାର ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ । ସରକାରଙ୍କୁ ଘେରିବ ବିରୋଧୀ। ଏଥିପାଇଁ ୨ ବିରୋଧୀ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛନ୍ତି। ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ।

ଦ୍ବିତୀୟ ଦିନରେ ବି ଗୃହ ବେଶ୍ ସରଗରମ ରହିପାରେ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, MSME, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ଆଇନ ଶୃଙ୍ଖଳା, ଆମ୍ବ ଟାକୁଆ ଯାଉ ମୃତ୍ୟୁ, ରେଲୱେ ୱାଲଟିଅର ଡିଭିଜନ ଉଠିଯିବା ପ୍ରସଙ୍ଗ ବିରୋଧୀ ଉଠାଇ ପାରନ୍ତି। ସେପଟେ ସରକାରୀ ଦଳ ନିଜ ସଫଳତା ପ୍ରସଙ୍ଗ ମଧ୍ୟ ଉଠାଇପାରେ । ତେବେ ମଙ୍ଗଳବାର ସମ୍ବିଧାନ ଏବଂ ଅମ୍ବ ଟାକୁଆ ଯାଉ ଖାଇ ମୃତ୍ୟୁ ପ୍ରସଙ୍ଗରେ ଗୃହ ଅଚଳ ହୋଇଥିଲା। ବିରୋଧୀଙ୍କ ହୋ ହାଲ୍ଲା ପାଇଁ ଗୃହ ଚାଲିପାରି ନଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.