ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ବର୍ଷା ପାଇଁ ଗଛ ତଳେ ନେଇଥିଲେ ଆଶ୍ରୟ : ବଜ୍ରପାତରେ ଚାଲିଗଲା ୩ ଜୀବନ, ୨ ଗୁରୁତର

ପଦ୍ମପୁର, ୨୬।୬ : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଦୁଆନଡ଼ିହି ଗ୍ରାମରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।  ମୃତକମାନେ ଦୁଆନଡ଼ିହି ଗ୍ରାମର ସୁଖଦେବ ବନଛୋଲ,ନିରୋଜ କୁମାର, ଧନୁଜ ନାୟକ।

ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଦୁଆନଡ଼ିହି ଗାଁରେ ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା। ବର୍ଷାରୁ ବଞ୍ଚିବା ପାଇଁ ଗାଁ ଦାଣ୍ଡରେ ଥିବା ବରଗଛ ମୂଳେ ୫ ଜଣ ଆଶ୍ରୟ ନେଇଥିଲେ । ହଠାତ ବଜ୍ରପାତ ସେମାନଙ୍କ ଉପରେ ହୋଇଥିଲା। ଘଟଣାସ୍ଥଳରେ  ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢନ୍ତୁ : ଭୁବନେଶ୍ବରରେ ପ୍ରବଳ ବର୍ଷା, ଜାତୀୟ ରାଜପଥରେ ଟ୍ରାଫିକ ଜାମ

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.