ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଯବାନ-ମାଓବାଦୀ ଗୁଳି ବିନିମୟ, ଏନକାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି, ୨୫।୨: ମାଲକାନଗିରି ଛତିଶଗଡ଼ ସିମାନ୍ତ କାଙ୍କେର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା । 

କୈଲିବେଡ଼ା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ କୈଲିବେଡ଼ା ଜଙ୍ଗଲରେ ମିଳିତ ଚଢ଼ାଉ କରାଯାଇଥିଲା । ପରେ ଯବାନ ଓ ନକ୍ସଲ ପନ୍ଥୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୩ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଛି । ସମସ୍ତ ଯବାନ ସୁରକ୍ଷିତ ଥିବା ନେଇ ସୂଚନା ଦେଇଛନ୍ତି କାଙ୍କେର ଏସପି ଇନ୍ଦିରା କଲ୍ୟାଣ ଏସେଲା ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.