ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ମହାପ୍ରଭୁଙ୍କ ବାହୁଡ଼ା ପ୍ରସ୍ତୁତି ଆରମ୍ଭ; ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ଼

Published By : Rasmita Pradhan | July 2, 2025 2:54 PM

ପୁରୀ, ୦୨/୦୭ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜିଉ। ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଆଜିଠୁ ମହାପ୍ରଭୁଙ୍କ ବାହୁଡ଼ା ପ୍ରସ୍ତୁତି ଆରମ୍ଭ। ଷଷ୍ଠୀ ତିଥିରେ ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ୩ ରଥକୁ ଦକ୍ଷିଣ ମୋଡ଼ କରାଯାଉଛି। ରଥ ତ୍ରୟକୁ ଶ୍ରୀଗୁଣ୍ଡିଚା ଘର ସିଂହଦ୍ୱାର ସମ୍ମୁଖରୁ ନାକଚଣା ଦ୍ୱାରକୁ ଅଣାଯାଉଛି। ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ  ଶେଷରେ ନନ୍ଦିଘୋଷ ରଥକୁ ଟଣାଯିବ। ଦକ୍ଷିଣ ମୋଡ଼ ପରେ ବାହୁଡ଼ା ପୂର୍ବରୁ ପୁଣି ତିନି ରଥର ସ୍ଥିତି ଯାଞ୍ଚ ହେବ। ଆସନ୍ତା ୫ ତାରିଖ ଶନିବାର ବାହୁଡ଼ା ଯାତ୍ରାରେ ଗୁଣ୍ଡିଚା ଘରୁ ମହାପ୍ରଭୁ ଶ୍ରୀମନ୍ଦିରକୁ ବାହୁଡ଼ିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.