ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ହାଡ଼ ମଜବୁତ କରିବ ଏହି ୩ ଡ୍ରାଏ ଫ୍ରୁଟ୍‌, ଜାଣନ୍ତୁ...

Published By : Harapriya Sethi | June 2, 2025 6:58 AM

ଜଣେ ଯଦି ଆପଣଙ୍କୁ ପଚାରେ- ଭାଇ ! କେମିତି ଅଛୁ... ? ଆପଣ ହଁ ଭଲ ଅଛି ବୋଲି ଲମ୍ବେଇକି କୁହନ୍ତି... ଖୁସି କେବେ କେବେ ଉତ୍ସାହିତ ହୋଇ କୁହନ୍ତି ତ ପୁଣି କେତେବେଳେ ଉଦାସ ହୋଇ କୁହନ୍ତି । ମାତ୍ର ମଣିଷ ସେତେବେଳେ ଭଲ ଅଛି ବୋଲି ଭଲରେ କୁହେ ଯେତେବେଳେ ତା ଦେହ ଭଲ ଥାଏ, ସିଏ ସୁସ୍ଥ ରୁହେ... ଶରୀର ଠିକ୍ ଥିଲେ ସବୁକିଛି ଠିକ୍ ଥାଏ ।

ତେବେ କେବେକେବେ ଆମ ଶରୀରରେ ମାନ୍ଦାପଣ ମାଡିବସେ, ଗୋଡ ହାତରେ ଝିମାପଣ ଘାରେ, ହାଡ ଦୁର୍ବଳ ହେବା ପରି ଲାଗେ, ଉଠିଲେ ବସିଲେ ହାଡ ଶବ୍ଦ କରେ । ତେବେ ଯଦି ଆପଣ ଏସବୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତେବେ ଏହି ୩ଟି ଡ୍ରାଏ ଫୁଟ୍ ଖାଆନ୍ତୁ, ଦେଖିବେ ଦେହରେ ପରିବର୍ତ୍ତନ ଦେଖାଦେବ ।

ଶରୀରରେ ଭିଟାମିନ ବି-୧୨ କମିଲେ ଆନିମିଆ ଭଳି ସମସ୍ୟା ଦେଖାଦିଏ । ଦୃଷ୍ଟିଶକ୍ତି କମ୍ ହୁଏ, ପାଚନକ୍ରିୟାରେ ସମସ୍ୟା ହୁଏ, ଗୋଡ-ହାତ ଝିମଝିମ ପଡିବା ଭଳି ସମସ୍ୟା ଦେଖାଦିଏ । ଆଉ ଯଦି ଆପଣ ଜଣେ ସାକାହାରୀ ପ୍ରାଣୀ ତେବେ ଡାଏଟରେ ୩ ପ୍ରକାର ଡ୍ରାଏ ଫ୍ରୁଟ୍ ସାମିଲ କରନ୍ତୁ ।

ଶରୀରରେ ଭିଟାମିନ ବି-୧୨ ବଢାଇବା ପାଇଁ ପିସ୍ତା ବହୁତ ଭଲ କାମ କରେ । ଶରୀରରେ ଶକ୍ତି ଏବଂ ଲାଲ୍ ରକ୍ତ କଣିକା ବଢାଇବାର ଏକ ଭଲ ଉତ୍ସ ।ଖଜୁରୀ ଶରୀର ପାଇଁ ବହୁତ ଭଲ ହୋଇଥାଏ । ଯଦି ଆପଣ ପ୍ରତିଦିନ ଖଜୁରୀ ଖାଇବା ଆରମ୍ଭ କରୁଛନ୍ତି, ତେବେ ଭିଟାମିନ୍ ବି-୧୨ର ଅଭାବକୁ ଦୂର କରିବା ପାଇଁ ଶକ୍ତି ମିଳିବ । ଅଞ୍ଜିରରେ ଫାଇବର, ଆଇରନ, କ୍ୟାଲସିୟମ ଏବଂ ଆଣ୍ଟିଅକ୍ସିଡେଣ୍ଟସ ସହ ଭିଟାମିନ ବି-୧୨ର ମାତ୍ରା ମଧ୍ୟ ଥାଏ । ଏହା ଶରୀରରେ ଭିଟାମିନର ଅଭାବକୁ ଦୂର କରେ ଏବଂ ଆପଣଙ୍କୁ ସୁସ୍ଥ ରଖିବାରେ ସହାଯ୍ୟ କରେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.