ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୧୬/୦୯: ଲଗାଣ ବର୍ଷାରେ ବେହାଲ ହେଲା କେନ୍ଦୁଝର । ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ । ଫଳରେ ମୟୁରଭଞ୍ଜ ଓ କେନ୍ଦୁଝର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବିଗତ ଦିନରେ କେନ୍ଦୁଝର ଜିଲ୍ଲାରେ ଲାଗି ରହିଛି ବର୍ଷା । ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀର ଜଳ ସ୍ତର ବଢିଥିଲା । ଏହି କାରଣରୁ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକରୁ ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି l ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି । ଏହି କାରଣରୁ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ଅଟକି ରହିଛି l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.