PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ପାରିବାରିକ କଳହ : ବି​‌​ଷ ପିଇ  ସ୍ବାମୀ-ସ୍ତ୍ରୀ, ମା’ର ଆତ୍ମହତ୍ୟା ଉଦ୍ୟମ

 ଆନନ୍ଦପୁର,୧୮।୫ : ପାରିବାରିକ କଳହକୁ ନେଇ ଗୋଟିଏ ପରିବାରର ୩ ଜଣ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବିଷ ପିଇ ସ୍ବାମୀ-ସ୍ତ୍ରୀ ଓ ମା’ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଆନନ୍ଦପୁର ବ୍ଲକ  ରାମଚନ୍ଦ୍ରପୁର ଥାନା ପଦନା ଗାଁ ରେ ଏଭଳି ଘଟଣା ଘଟିଛି।

ରାମଚନ୍ଦ୍ରପୁର ଥାନା ପଦନା ଗାଁରେ  ପାରିବାରିକ କଳହକୁ ନେଇ ସ୍ବାମୀ-ସ୍ତ୍ରୀ ଓ ମା’ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ଅବସ୍ଥା ଗୁରୁତର ହେବାରୁ  କଟକ ସ୍ଥାନାନ୍ତର କରାଯାଇଛି।