PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଓଲଟିଲା ମାଛ ବୋଝେଇ ପିକ୍-ଅପ୍ ଭ୍ୟାନ୍ , ୩ ଗୁରୁତର

ଟାଙ୍ଗୀ,୨।୭   ଟାଙ୍ଗୀ ଥାନା ଜାତୀୟ ରାଜପଥ ର କୋଚିଲା-କୟଥପଲ୍ଲା ଛକ ନିକଟରେ ଏକ ମାଛ ବୋଝେଇ ପିକଅପ ଭ୍ୟାନ ଓଲଟି ପଡିବାରୁ ୩ ଜଣ ଗୁରୁତର ହୋଇଛନ୍ତି। ୪  ଜଣ ମତ୍ସ୍ୟଜୀବୀ ବାଲୁଗାଁ ଜେଟି ( ମାଛ ଗୋଦାମ ରୁ ) ମାଛ କ୍ରୟ କରି ଗାଁ-ଗହଳିରେ ବିକ୍ରୀ କରିବା ପାଇଁ ଏକ ପିକଅପ ଭ୍ୟାନରେ  ରଣପୁର-ଗୋପାଳପୁର ଗ୍ରାମକୁ ଯାଉଥିଲେ। ହଠାତ୍ ମାଛ ବୋଝେଇ ଗାଡି ଓଲଟି ପଡିଥିଲା  । ସେମାନଙ୍କ ମଧ୍ୟରୁ ୩ ଜଣ ମତ୍ସ୍ୟଜୀବୀ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ କୁହୁଡ଼ି ଫାଣ୍ଡି ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ଟାଙ୍ଗୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଆହତ ମତ୍ସ୍ୟଜୀବୀ ମାନେ ହେଲେ  ରଣପୁର ଥାନା ଅଧିନସ୍ଥ  ରାଜବଲ୍ଲଭପୁର ଗ୍ରାମର  ବୁଲୁ ବେହେରା, ହଁସରା ଗ୍ରାମର  ପଦୁ ବେହେରା , ଲାଖପଡା – ବଳଭଦ୍ରପୁର ଗ୍ରାମର  ବ୍ରଜ ନାୟକ । ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି ।