ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ପୂଜା ହେଲା ଆଇପିଏଲ୍‌ ଟ୍ରଫି, ବିଜୟୀ ହେବାକୁ 'କୋଲକତା ନାଇଟ୍ ରାଇଡର୍ସ'ର ପ୍ରାର୍ଥନା
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ, ବେହେରଣ ଦ୍ୱାର ନିକଟରେ ପଡିଥିଲା ରକ୍ତ ଛିଟା
  • ||
  • ବାଲେଶ୍ୱର : ଘରେ ପଶି ଅଙ୍ଗନବାଡ଼ି କର୍ମୀଙ୍କୁ ହାଣିଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଅଶ୍ୱିନୀ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣା, ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି, ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
  • ||
  • ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ: ଚଳିତ ବର୍ଷ ଅଭିବୃଦ୍ଧି ୭.୨%କୁ ହ୍ରାସ, ଆଗାମୀ ବର୍ଷ ୮.୫% ହାରରେ ବଢ଼ିବ
  • ||
  • କଟକ : ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟରୁ ଯୁବକଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତା ୧୯ରୁ ୨୧ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଶିକାରୀଙ୍କୁ ଧରାଇ ଦେଲା ଏଆଇ କ୍ୟାମେରା, ୩ ଜଣଙ୍କୁ ଧରିଲା ସ୍ବତନ୍ତ୍ର ଏନଫୋର୍ସମେଣ୍ଟ୍ ଟିମ୍

Published By : Harapriya Sethi | January 23, 2025 7:43 AM

କରଞ୍ଜିଆ,୨୩/୦୧: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ସକ୍ରିୟ । ପୁଣି ଶିକାରୀଙ୍କୁ ଧରାଇ ଦେଲା ଏଆଇ କ୍ୟାମେରା । ଶିକାର ପାଇଁ ଉଦ୍ୟମ ବେଳେ ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡରୁ ୩ ଶିକାରୀଙ୍କୁ ଧରିଲା ସ୍ବତନ୍ତ୍ର ଏନଫୋର୍ସମେଣ୍ଟ୍ ଟିମ୍ । ସେମାନଙ୍କ ନିକଟରୁ ୨ ଟି ଦେଶୀ ବନ୍ଧୁକ, ଧନୁ ତୀର ଓ ଶିକାର ପାଇଁ ବ୍ୟବହୃତ ଫାସ ଜବତ କରାଯାଇଛି । ୩ ଅଭିଯୁକ୍ତ ଉଦଳା ଥାନା ଅଞ୍ଚଳର ବୋଲି ଜଣା ପଡିଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସମ୍ରାଟ୍ ଗୌଡା ।

ସୂଚନା ମୁତାବକ, ୩ ଶିକାରୀ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଶିକାର କରିବା ପାଇଁ ପଶିଥିଲେ । ଏହି ସମୟର କିଛି ଦୃଶ୍ୟ ଏଆଇ କ୍ୟାମେରାରେ କଏଦ ହୋଇଥିଲା । ଯାହା ଶିକାରୀଙ୍କୁ ଧରିବାରେ ସାହାଯ୍ୟ କରିଛି । ଶିକାର ପାଇଁ ଉଦ୍ୟମ କରିବା ବେଳେ ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡରୁ ୩ ଶିକାରୀଙ୍କୁ ସ୍ବତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଧରିବାରେ ସଫଳ ହୋଇଛି । ସେମାନଙ୍କ ନିକଟରୁ ୨ ଟି ଦେଶୀ ବନ୍ଧୁକ, ଧନୁ, ତୀର ଓ ଶିକାର ପାଇଁ ବ୍ୟବହୃତ ଫାସ ଜବତ କରାଯାଇଛି । ଏ ନେଇ ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସମ୍ରାଟ୍ ଗୌଡା ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.