ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ପାରିବାରିକ କଳହର କରୁଣ ପରିଣତି : ସ୍ତ୍ରୀ, ଝିଅ ଓ ଭଣଜାଙ୍କୁ ଟାଙ୍ଗିଆରେ ଆକ୍ରମଣ

Published By : Suraj Kumar | December 2, 2024 5:45 PM

ମାର୍ଶାଘାଇ,୨।୧୧ : କୁଦାନଗରି ଥାନା ଗୌଡଗାଁରେ ପାରିବାରିକ ଗଣ୍ଡଗୋଳର କରୁଣ ପରିଣତି ।  ସ୍ତ୍ରୀ, ଝିଅ ଓ ଭଣଜାଙ୍କୁ ଟାଙ୍ଗିଆରେ ଆକ୍ରମଣ  । ଟାଙ୍ଗିଆ ଚୋଟରେ ତିନି ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ  ସମସ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। 

କୁଦାନଗରି ଥାନା ଗୌଡଗାଁରେ ପାରିବାରିକ ଗଣ୍ଡଗୋଳକୁ ନେଇ  ରମେଶ ମହାନ୍ତି ନିଜ ସ୍ତ୍ରୀ ସୁସମା ମହାନ୍ତି ଓ ଝିଅ ପ୍ରିୟଦର୍ଶିନୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏହି ସମୟରେ ଭଣଜା ଶିଳ୍ପୀ ମାମୁଁଙ୍କୁ ଧରିବାକୁ ଯାଇ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଟାଙ୍ଗିଆ ଚୋଟରେ ସୁସମା, ପ୍ରିୟଦର୍ଶନୀ ଓ ଶିଳ୍ପୀ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଆକ୍ରମଣ ପରେ ଘଟଣା ସ୍ଥଳରୁ ରମେଶ ଫେରାର ହୋଇଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.