ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଲୁଟ ବେଳେ ପହଞ୍ଚିଗଲା ପୋଲିସ, ଲୁଟେରା ଓ ପୋଲିସ ମଧ୍ୟରେ ଗୋଡାଗୋଡି : ୩ ଗିରଫ

Published By : Suraj Kumar | November 27, 2024 4:29 PM

ମାହଙ୍ଗା,୨୭।୧୧ : ବାଇକରେ ଆସି ବନ୍ଧୁକ ଦେଖାଇ ବିଚ ରାସ୍ତାରେ ଲୁଟ କରୁଥିଲେ ୩ ଦୁର୍ବୃତ୍ତ । ସଂଯୋଗ ବଶତଃ ପୋଲିସ ସେହି ସମୟରେ ଆସି ପହଞ୍ଚି ଗଲା। ତାପରେ ତ ଫିଲ୍ମ ଷ୍ଟାଇଲରେ ହେଲା ଗୋଡ଼ାଗୋଡି। ବାଇକକୁ ଧକ୍କା ଦେବାରୁ ଜଣକୁ ରାସ୍ତା ଉପରୁ ହିଁ କାବୁକଲା ପୋଲିସ ଆଉ ଦୁଇଜଣ ବିଲ ଆଡକୁ ଦଉଡି ପଳାଇ ଯାଉଥିଲେ। ସେମାନଙ୍କୁ ମଧ୍ୟ ସ୍ଥାନୀୟ ଲୋକଙ୍କ ସହାୟତାରେ କାବୁ କଲା ପୋଲିସ। ଘଟଣା ଟି ଦେଖିବାକୁ ମିଳୁଛି କଟକ ଜିଲ୍ଲା ମାହାଙ୍ଗା ଥାନା କୁଣ୍ଡି ବଡପୋଲ ନିକଟରେ। 

ସ୍ଥାନୀୟ ଅଞ୍ଚଳର ଦୁଇଜଣ ଛାତ୍ର ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ସେମାନଙ୍କୁ ୩ ଜଣ ଦୁର୍ବୃତ୍ତ  ବାଟରେ ଅଟକାଇ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରିଥିଲେ।  ସେହି ସମୟରେ ପୋଲିସ ହଠାତ ପହଞ୍ଚି ଯାଇଥିଲା। ୩ ଜଣ ଲୁଟେରାଙ୍କୁ ପୋଲିସ କାବୁ କରିଥିଲା।  ଧରାପଡିଥିବା ୩ ଲୁଟେରାଙ୍କ ଠାରୁ ବାଇକ ସହ ଗୋଟିଏ ବନ୍ଧୁକ, ଗୋଟିଏ ଛୁରୀ ଓ ଗୋଟିଏ କଟୁରି ଜବତ କରିଛି ପୋଲିସ। ସେମାନଙ୍କ ନାମରେ ପୂର୍ବରୁ ମଧ୍ୟ ଲୁଟ ମାମଲା ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.