ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଭୁଶୁଡ଼ୁଛି ଲାଲଗଡ଼,ଏନକାଉଣ୍ଟରରେ ୩ ମାଓବାଦୀ ନିହତ, ଆତ୍ମସମର୍ପଣ କଲେ ୨୪ ଜଣ

Published By : Anindita Ratha | April 29, 2025 10:24 AM

ଭୁବନେଶ୍ବର,୨୯/୦୪: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କରେଗେଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟର। ଫଳରେ  ୩ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀ ହେଲେ PLGA ବାଟାଲିୟନ  ୧ ର ସଦସ୍ୟ ହୁଙ୍ଗି, ସିନ୍ଧୁ ଏବଂ ଶାନ୍ତି ତିନି ମହିଳା ମାଓବାଦୀ ନିହତ ହୋଇଛନ୍ତି। ତିନି ମାଓ ନେତ୍ରୀଙ୍କ ନାଁ ରେ 24 ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି ଘୋଷଣା ହୋଇଥିଲା। 

ତେବେ ଏହି ଏନକାଉଣ୍ଟରରେ ସୁରକ୍ଷା ଯୋଜନା କର୍ମୀଙ୍କୁ ମିଳିଛି ବଡ଼ ସଫଳତା।ଏବେବି କରେଗେଟା ଜଙ୍ଗଲରେ ସୁରକ୍ଷା କର୍ମୀ ଦଶ ହଜାରରୁ ଉର୍ଦ୍ଧ୍ବ ମାଓବାଦୀଙ୍କୁ  ଘେରି ରହି ଆମ୍ବୁସ ବିଛାଇ ମାଓବାଦୀଙ୍କ ସମ୍ପୂର୍ଣ୍ଣ ମୂଳପଛ ପାଇଁ ବଡ଼ ଧରଣର ଅପରେସନ ଜାରି ରଖିଛନ୍ତି। ଅନ୍ୟପଟେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଏସପିଙ୍କ ନିକଟରେ ୨୪ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।ପୁର୍ବ ବସ୍ତର ଡିଭିଜନର ଭୈରମଗଡ଼ ଏରିଆ କମ୍ମିଟି ର ୨୪ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ନାଁ ରେ ଥିଲା ୨୮ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି। ଆସାମ, AOB ଡିଭିଜନ PLGA ସଦସ୍ୟ, ପାର୍ଟି ମେମ୍ବର ଭଳି ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁରକ୍ଷାକର୍ମୀଙ୍କ କଡା ସୁରକ୍ଷା ସହ ମାଓ ଦମନ ଅପରେସନ ଯୋଗୁଁ ଜୀବନ ବଞ୍ଚାଇବା ପାଇଁ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ। ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଆତ୍ମସମର୍ପଣ ମାଓବାଦୀଙ୍କୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗଇ ଦେବେ ବୋଲି ଛତିଶଗଡ଼ ପୋଲିସ ଏବଂ ସରକାର ପ୍ରତିଶ୍ରୁତି ଦେଇଇଥିବା କହିଛନ୍ତି ବିଜାପୁର SP ଜିତେନ୍ଦ୍ର ଚୌହାନ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.