ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଫୁଟବଲ ମ୍ୟାଚ ଦେଖୁଥିବା ବେଳେ ବଜ୍ରପାତରେ ୩ ମୃତ, ୪ ଗୁରୁତର

 ରାଉରକେଲା ,୧୭।୯  ଫୁଟବଲ ମ୍ୟାଚ୍ ଦେଖିବା ସମୟରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ୪ ଜଣ ଗୁରୁତର ହୋଇଛନ୍ତି। ବ୍ରାହ୍ମଣୀ ତରଙ୍ଗ ଥାନା ବିରୁଆଲ ଗାଁରେ ଘଟିଛି ଏହି  ଘଟଣା । ୪ ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ବ୍ରାହ୍ମଣୀ ତରଙ୍ଗ ଥାନା ବିରୁଆଲ ଗାଁରେ ରବିବାର ଫୁଟବଲ ମ୍ୟାଚ ହେଉଥିଲା। ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା।  ଘଟଣାସ୍ଥଳରେ ଫୁଟବଲ ମ୍ୟାଚ ଦେଖୁଥିବା ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୪ ଜଣ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁ ତୁରନ୍ତ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

ଆହୁରି ପଢନ୍ତୁ : ସିଆରିନାଲିଆଠାରେ ବଜ୍ରପାତ : ଗାଈ ଓ ବଳଦ ମୃତ

Copyright © 2022 - Summa Real Media Private Limited. All Rights Reserved.