ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ସାପ କାମୁଡ଼ାରେ ୩ବର୍ଷର ଶିଶୁକନ୍ୟା ମୃତ! ତଦନ୍ତ ଆରମ୍ଭ କଲା ପୋଲିସ

କେନ୍ଦୁଝର,୦୯/୦୮: ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା  ।  ସାପ କାମୁଡାରେ ଚାଲିଗଲା ୩ବର୍ଷର ଶିଶୁକନ୍ୟାର ଜୀବନ । ମୃତ ଶିଶୁକନ୍ୟାର ନାମ ଶୁଭସ୍ମିତା ମୁଣ୍ଡା । 

ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଶୁଭସ୍ମିତା ତାଙ୍କ ମା’ ସୁମିତ୍ରା ମୁଣ୍ଡାଙ୍କ ସହ ଶୋଇଥିଲେ । ଏହି ସମୟରେ ଏକ ସାପ ଶୁଭସ୍ମିତାଙ୍କୁ କାମୁଡ଼ିଥିଲା । ତେବେ ଶୁକ୍ରବାର ଭୋରୁ ତାଙ୍କୁ ଘଟଗାଁ ଗୋଷ୍ଠି ସ୍ୱସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ପରିବାର ଲୋକେ । ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି । ପୋଲିସ ମୃତ ଶବଟିକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.