ପ୍ରମୁଖ ଖବର
  • ଟାଟା ମୋଟର୍ସ ଚାକିରି ଦେବା ନାଁ ଠକଇେ ମାମଲା: ଅଦାଲତରେ ହାଜର ହେବେ ପ୍ରଦିପ ପାଣିଗ୍ରାହୀ
  • ||
  • ନିର୍ବାଚନ ଲଢ଼ିପାରିବେନି କଟକ- ବାରବାଟୀ ବିଧାୟକ ମହମ୍ମଦ ମୋକିମ୍,,ଦୋସୀ ସାବ୍ୟସ୍ତ ଉପରେ ଲାଗିନି ରୋକ୍
  • ||
  • ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ORHDC ଦୁର୍ନୀତି ମାମଲା : ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ, ଭିଜିଲାନ୍ସକୁ ନୋଟିସ୍
  • ||
  • ମାଲେସିଆରେ ନୌସେନାର ୨ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୦ ମୃତ
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ
  • ||
  • ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
  • ||
  • ବନ୍ୟାରେ ଭାସିଲା ଚୀନ୍‌: ବିପଦ ସଙ୍କେତ ଉପରେ ୪୪ ନଦୀ, ୪ ମୃତ, ହଜାରେରୁ ଅଧିକ ସ୍କୁଲ ବନ୍ଦ
  • ||
  • ଆଇପିଏଲରେ ସୁପର କିଙ୍ଗ୍‌ସ- ସୁପର ଜାଏଣ୍ଟ୍‌ସ ମଧ୍ୟ ଲଢ଼େଇ, ପୂର୍ବ ପରାଜୟର ପ୍ରତିଶୋଧ ଲକ୍ଷ୍ୟରେ CSK
  • ||
  • ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମହମ୍ମଦ ମୋକିମ୍‌ଙ୍କ ଭାଗ୍ୟ ପରୀକ୍ଷା
  • ||
  • ହେ ପ୍ରଭୁ! ରକ୍ଷା କର..ଆହୁରି ଭୟାନକ ହେବ ଗ୍ରୀଷ୍ମ ପ୍ରବାହ, ୨୬ରେ ତାତିର ବିସ୍ଫୋରଣ ଆଶଙ୍କା
  • ||

କୋଏଲ ନଦୀରେ ଅଘଟଣ: ନଦୀ ସ୍ରୋତରେ ଭାସିଗଲେ ୩ ଯୁବକ, ୨ ଜଣଙ୍କ ମୃତ ଦେହ ଉଦ୍ଧାର

ରାଉରକେଲା, ୨୦/ ୧୨: କୋଏଲ ନଦୀରେ ଅଘଟଣ। ନଦୀରେ ଗୋଧୋଇବା ବେଳେ ଭାସିଗଲେ ୩ ଯୁବକ। ମିଳିିଥିବା ଖବର ମୁତାବିକ, ରାଉରକେଲାସ୍ଥିତ କୋଏଲ ନଦୀରେ ରବିବାର ଅପରାହ୍ନରେ ଗାଧୋଇବା ବେଳେ ୩ ଜଣ ଯୁବକ ଭାସି ଯାଇଛନ୍ତି। ଖବର ଲେଖା ହେଲା ସୁଦ୍ଧା ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି।

ସୂଚନା ମୁତାବିକ ବଣ ଭୋଜି ପାଇଁ ୯ ଜଣ ସାଙ୍ଗ ଏକାଠି ଯାଇଥିଲେ। ଏନଆିଟି ପଛ ଗେଟରେ ପିକନିକ କରିବା ସମୟରେ ୪ ଛାତ୍ର କୋଏଲ ନଦୀକୁ ଗାଧୋଇବାକୁ ଯାଇଥିଲେ । ଆଉ ଗାଧୋଇବା ସମୟରେ ବୁଡି୪ ଜଣ ସାଙ୍ଗ ବୁଡି ଯାଇଥିଲେ। ଜଣେ ପହଁରି ପହଁରି କୂଳକୁ ଆସିଥିବା ବେଳେ ୩ ନିଖୋଜ ହୋଇଗଲେ। ପରେ ସେମାନେ ନଦୀରେ ଗାଧୋଇଥିଲେ। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ବର୍ତ୍ତମାନ ସୁଦ୍ଧା ୨ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ସ୍ଥାନୀୟ ଲୋକ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ମିଶି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.