ପ୍ରମୂଖ ଖବର
  • ଭାରତ ସମର୍ଥନରେ ବାହାରିଲା ଚୀନ୍, ଟ୍ରମ୍ପଙ୍କ ଟାରିଫକୁ ନେଇ ଆମେରିକା ଉପରେ ବର୍ଷିଲା
  • ||
  • କୁଜଙ୍ଗ କୋଠିଆସାହି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା , ହାଇଓ୍ବା ମାଡିଯିବାରୁ ବାପା-ଝିଅ ମୃତ
  • ||
  • ରାୟଗଡ଼ା : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ
  • ||
  • ବଲାଙ୍ଗୀର : ଜାମପଡା ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ
  • ||
  • ରାଜସ୍ଥାନରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୯ ରେକର୍ଡ଼
  • ||
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

୩୦ ଲିଟର ଦେଶୀ ମଦ ସହ ବାଇକ ଜବତ , ଜଣେ ଗିରଫ

Published By : Suraj Kumar | August 7, 2025 11:10 PM

ବିନିକା, ୭।୮ :   ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଝାରକଦଳିପାଲି ଠାରେ ଅବକାରୀ ବିଭାଗ ଚଢାଉ କରି  ୩୦ ଲିଟର ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶତ୍ରୁଘନ ବରିହା ।

ଝରକଦଳିପାଲୀ ଉପର ପଡା ଠାରେ ଶତ୍ରୁଘନ ମଦ ବିକ୍ରି କରୁଥିଲା। ଖବର ପାଇ ଅବକାରୀ କର୍ମଚାରୀ ପହଞ୍ଚି ଚଢାଉ କରିଥିଲେ।  ୩୦ ଲିଟର ମଦ ଜବତ କରିବା ସହିତ ବ୍ୟବହୃତ ବାଇକ ମଧ୍ୟ ଜବତ କରିଥିଲେ। ଏଥିସହ ଶତ୍ରୁଘନକୁ ଗିରଫ କରିଥିଲେ।  ଏନେଇ ଏକ ମାମଲା ୠଜୁକରି ଅଭିଯୁକ୍ତକୁ ବିନିକା କୋର୍ଟକୁ ଚାଲାଣ କରାଯାଇଥିଲା । ସେଠାରେ ଜାମିନ ନାମଞ୍ଜୁର ହେବାରୁ ସୋନପୁର ଜେଲ ହାଜତ କୁ ପଠାଯାଇଛି । ଏହି ଚଢ଼ାଉରେ ସୋନପୁର ଅବକାରୀ ନିରକ୍ଷକ ପ୍ରକାଶ ସା, ଲୋକନାଥ ବେହେରା, ବିନିକା ଉପ ନିରୀକ୍ଷକ ରାମଚନ୍ଦ୍ର ପଟ୍ଟନାୟକ, ଅଭିଳାଷ ବେହେରା ପ୍ରମୁଖ ସାମିଲ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.