ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କାରକୁ ଧକ୍କା ଦେଇ ଓଲଟିଲା ବସ , ୩୦ ଯାତ୍ରୀ ଆହତ

ରାଉରକେଲା, ୧୧।୨ :ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ  ଭାରସାମ୍ୟ ହରାଇ ଏକ ବସ ଓଲଟି ପଡିବାରୁ ୩୦ ଯାତ୍ରୀ ଆହତ ହୋଇଛନ୍ତି।  ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। 

ରାଉରକେଲାରୁ ୩୫ ଯାତ୍ରୀଙ୍କୁ ନେଇ ବସ୍‌ କୁସୁମୀ ଯାଉଥିଲା । କଲୁଙ୍ଗା  ରେଳ ଫାଟକ ବନ୍ଦ କରିବା ସମୟରେ ବସଟି ପାର ହେବା ପାଇଁ ଚେଷ୍ଟା କରୁଥିଲା । ଏହି ସମୟରେ  ସାମ୍ନା ପଟୁ ଆସୁଥିବା କାରକୁ ବସଟି ଧକ୍କା ଦେଇ ଓଲଟି ପଡିଥିଲା।  ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।  

ଆହୁରି ପଢନ୍ତୁ : ପୁଅକୁ କଚାଡି ମାରିଲା ନିଶାସକ୍ତ ବାପା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.